୩୯ ହଜାର ଭୋଟରେ ବିଜୟ ହେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡରେ ସରକାର ଗଢିବାକୁ ଯାଉଛି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)। ହେମନ୍ତ ସୋରେନ ଇଡି କେସରେ ଫସିଥିଲେ ମଧ୍ୟ ଝାଡ଼ଖଣ୍ଡବାସୀ ତାଙ୍କୁ ପୁଣି ଥରେ ଭରସା କରିଛନ୍ତି। ବାରହେଟ ଆସନରୁ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ।

ବିପକ୍ଷ ପ୍ରାର୍ଥୀ ବିଜେପିର ଗାମଲିୟେଲ ହେମ୍ବରମଙ୍କୁ 39 ହଜାର 416 ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି ସୋରେନ। ସୋରେନଙ୍କୁ 94 ହଜାର 840 ଖଣ୍ଡ ଭୋଟ୍ ମିଳି ଥିବାବେଳେ ହେମ୍ବରମଙ୍କୁ 55 ହଜାର 424ଟି ଭୋଟ୍ ମିଳିଛି।
ଦୁମକା ଆସନରୁ ମଧ୍ୟ ଜେଏମଏମ ପ୍ରାର୍ଥୀ ବସନ୍ତ ସୋରେନ ବିଜୟୀ ହୋଇଛନ୍ତି। ବିଜେପିର ସୁନୀଲ ସୋରେନଙ୍କୁ 14 ହଜାର 588 ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି ବସନ୍ତ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications