ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା, ୪ ବିଧାୟକ ହେବେ ମନ୍ତ୍ରୀ

ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ହିମନ୍ତ ବିଶ୍ବଶର୍ମା ଦ୍ବିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଗୌହାଟୀର ଖାନାପଡା ଭେଟନାରୀ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ହିମନ୍ତ ବିଶ୍ବଶର୍ମାଙ୍କ ସହିତ ଅନ୍ୟ ୪ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହ, ଯୋଗୀ ଆଦିତ୍ୟନାଥ, ଚିରାଗ ପାଶୱାନ, ନୀତିନ ଗଡକାରୀ, ନୀତିନ ନବୀନ ପ୍ରମୁଖ ଉପସ୍ଥିତ ରହିଛନ୍ତି ।

ହିମନ୍ତ ବିଶ୍ବଶର୍ମାଙ୍କୁ ପଦ ଓ ଗୋପନୀୟତା ପାଠ କରାଇଲେ ରାଜ୍ୟପାଳ । ଦ୍ବିତୀୟ ଥର ଭାବେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲ ହିମନ୍ତ ବିଶ୍ବଶର୍ମା । ଆସାମରେ ବିଜେପି ୩ୟ ଥର ପାଇଁ ଶାସନ କରୁଛି । ହିମନ୍ତଙ୍କ ସହ ୪ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥ ଗ୍ରହଣ ସମାରୋହରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି ।

Himanta Biswa Sarma
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+