ଜଜଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା

ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶବନ୍ତ ବର୍ମାଙ୍କ ଘରୁ ମିଳିଥିବା ବିପୁଳ ପରିମାଣର ନଗଦ ଟଙ୍କା । ଯାହାକୁ ନେଇ ବର୍ତ୍ତମାନ ସୃଷ୍ଟି ହୋଇଛି ବିବାଦ । ଶୁକ୍ରବାର ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଡିକେ ଉପାଧ୍ୟାୟ କହିଛନ୍ତି ଯେ ଏହି ଘଟଣା ସମସ୍ତଙ୍କୁ ଚକିତ କରିଛି।

DELHI

ଘରେ ନିଆଁ ଲାଗିବାରୁ ଅଗ୍ନିଶମ ଟିମକୁ ଡାକିଥିଲେ ପରିବାର ଲୋକେ । ନିଆଁ ଲିଭାଇବା ବେଳେ ଗୋଟିଏ ରୁମରୁ ପୁଳାପୁଳା ଟଙ୍କା ଜବତ କରାଯାଇଥିଲା । ଅଗ୍ନିକାଣ୍ତ ଓ ପୁଳାପୁଳା ଟଙ୍କା ଜବତ ବେଳେ ଘରେ ନଥିଲେ ଜଜ୍ । ଘଟଣା ପରେ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଆକ୍ସନ ନିଆଯାଇଛି । ସେହିପରି ଜଷ୍ଟିସ୍ ବର୍ମାଙ୍କୁ ଆହ୍ଲାବାଦ ହାଇକୋର୍ଟକୁ ବଦଳି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+