କାଶ୍ମୀରର ସୋପିଆନରେ ବିପୁଳ ପରିମାଣର ମାରଣାସ୍ତ୍ର ଜବତ
ଆତଙ୍କୀଙ୍କ ନିକଟରୁ ମିଳିଥିବା ପୁଳା ପୁଳା ଅସ୍ତ୍ରଶସ୍ତ୍ର । ଏହାର ଚିତ୍ର ଏବେ ସାମ୍ନାକୁ ଆସିଛି । ଯେଉଁଥିରେ ରହିଛି ଘାତକ ହତିଆର, ଗୁଳିଗୋଳା ବାରୁଦ, ଏକେ-47 ରାଇଫଲ ସହ ପାକିସ୍ତାନୀ ନୋଟ । ଗତକାଲି ଅପରେସନ କେଲରରେ ୩ଜଣ ଲସ୍କର ଆତଙ୍କୀଙ୍କୁ ନିପାତ କରିଥିଲା ସେନା । ଏହି ସମସ୍ତ ହତିଆରକୁ ଏମାନେ ବ୍ୟବହାର କରୁଥିଲେ । ଗୁଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କୌଣସି ଏକ ବଡ ଆକ୍ରମଣ ପାଇଁ ଯୋଜନା କରୁଥିଲେ ୩ ଆତଙ୍କୀ ।

କାଶ୍ମୀରର ସୋପିଆନରେ ତିନି ଲସ୍କର ଆତଙ୍କୀବାଦୀଙ୍କୁ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାର କେଲର ଅଞ୍ଚଳରେ ଏହି ଏନକାଉଣ୍ଟର ଘଟଣା ଘଟିଛି । ଯେଉଁଥିରେ ଲସ୍କର-ଏ-ତୋଇବାର ତିନି ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି ସୁରକ୍ଷାକର୍ମୀ । ସ୍ଥାନୀୟ ଶୁକ୍ରୁ ଜଙ୍ଗଲରେ ଆତଙ୍କୀବାଦୀଙ୍କ ଉପସ୍ଥିତି ନେଇ ଖବର ପାଇବା ପରେ ସର୍ଚ୍ଚ ଅପରେସନ କରି ତିନି ଆତଙ୍କୀଙ୍କୁ ନିପାତ କରିବାରେ ସଫଳ ହୋଇଥିଲେ ସୁରକ୍ଷାକର୍ମୀ । ଏହି ଅଭିଯାନରୁ ପ୍ରବଳ ଗୁଳିଗୋଳା ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications