IAF Plane Crash:ପୁଣି ରାଜସ୍ଥାନରେ ଦୁର୍ଘଟଣାଗ୍ରସ୍ତ ହେଲା ବାୟୁସେନାର ଟ୍ରେନିଂ ବିମାନ
IAF Plane Crash: ପୁଣି ରାଜସ୍ଥାନରେ ଦୁର୍ଘଟଣାଗ୍ରସ୍ତ ହେଲା ବାୟୁସେନାର ଏକ ଟ୍ରେନିଂ ବିମାନ । ବାୟୁସେନାର ବିମାନ ଜୈସଲମେରରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଜୈସଲମେର ଠାରୁ ପ୍ରାୟ 30 କିଲୋମିଟର ଦୂରରେ ଥିବା ପିଥାଲା ଗାଁରେ ଏହି ଦୁର୍ଘଟଣା ଘଟିଛି ।
One remotely Piloted Aircraft of the Indian Air Force met with an accident near Jaisalmer today during a routine training sortie. No damage to any personnel or property has been reported. A Court of Inquiry has been constituted to find out the cause of the accident: Indian Air… pic.twitter.com/VWYL4q8JZp
— ANI (@ANI) April 25, 2024
ସକାଳ ପ୍ରାୟ 10ଟା ବେଳେ ଘଟିଥିବା ସୂଚନା ରହିଛି । ତେବେ ଏଥିରେ କାହାରି ମୃତାହତ ହୋଇନଥିବା ସୂଚନା ମିଳିଛି । ବିମାନରେ ଥିବା ଜଣେ ପାଇଲଟ ଜଣକ ସୁରକ୍ଷିତ ଅଛନ୍ତି । ସୂଚନା ଅନୁସାରେ, ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ବାୟୁସେନାର ଟ୍ରେନିଂ ବିମାନଟି ଉଡାଣ ଭରିଥିଲା ହେଲେ ଲ୍ୟାଣ୍ତିଂ ହେବା ପୂର୍ବରୁ କ୍ରାସ୍ ହୋଇ ତଳେ ପଡିଯାଇଥିଲା

ସ୍ଥାନୀୟ ଲୋକଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବିମାନଟି ତଳେ ପଡିବା ସମୟରେ ଭୟଙ୍କର ବିସ୍ଫୋରଣ ଘଟିଥିଲା । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ପୋଲିସ ଫୋର୍ସ ପହଞ୍ଚି ଯାଞ୍ଚ ଆରମ୍ଭ କରିଥିଲା । ବର୍ତ୍ତମାନ ସମଗ୍ର ଏରିଆକୁ ସିଲ୍ କରାଯାଇଛି ।
ସେହିପରି ଏହି ଦୁର୍ଘଟଣା ନେଇ ସୋସିଆଲ ମିଡିଆରେ ପ୍ଲାଟଫର୍ମ ଏକ୍ସରେ ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାଁନ୍ତି । ସେହିପରି କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ତାହା ଜାଣିବା ପାଇଁ ଏକ କୋର୍ଟ ଅଫ୍ ଇନକ୍ୱାରୀ ଗଠନ କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications