ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା

ଜୁନ୍‌ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ । ଜୁନ୍‌ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ ପୂର୍ବାନୁମାନ । ପ୍ରାକ୍‌ ମୌସୁମୀ ବର୍ଷା ସ୍ବାଭାବିକଠୁ ଅଧିକ ରହିଛି । ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି । ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି ।

monsoon rains
କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି । ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି । ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+