ଆଜି ଏସବୁ ଅଞ୍ଚଳରେ ହେବ ପ୍ରବଳ ବର୍ଷା,ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭାରତୀୟ ପାଣିପାଗ ବିଭାଗ କହିଛି, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ, ରାଜସ୍ଥାନ ଏବଂ ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଏବଂ ମଧ୍ୟଭାରତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

କୋଙ୍କଣ, ଗୋଆ, ମଧ୍ୟ-ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇପାରେ । ଅରୁଣାଚଳପ୍ରଦେଶ ଏବଂ ଓଡ଼ିଶାରେ ମଧ୍ୟ ପାଗର ସ୍ଥିତି ପୂର୍ବଭଳି ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି । ଆସାମ, ମେଘାଳୟ, ବିହାର, ଛତିଶଗଡ଼, କର୍ଣ୍ଣାଟକ ଉପକୂଳବର୍ତ୍ତୀ ଅଞ୍ଚଳ, ଝାଡ଼ଖଣ୍ଡ, କେରଳ ଏବଂ ମାହେ ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

rain

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି । ସୁବର୍ଣ୍ଣରେଖା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ବାଲେଶ୍ୱର ଜିଲ୍ଲାର ଶତାଧିକ ଗ୍ରାମ ଜଳବନ୍ଦୀ ରହିଥିବାବେଳେ ପ୍ରଭାବିତ ଅଞ୍ଚଳରେ ସରକାରଙ୍କ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+