ଆସନ୍ତା ୪ ଦିନ ପ୍ରବଳ ବର୍ଷା!

ଦେଶର ଅଧିକାଂଶ ଭାଗରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପୂର୍ବଭାରତ, ପଶ୍ଚିମାଞ୍ଚଳ, ଉତ୍ତରପୂର୍ବ ଏବଂ କେନ୍ଦ୍ରୀୟ ଭାରତର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି । ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରେ ଆଜି ପ୍ରବଳ ବର୍ଷା ହେବ ।

heavy rain

ଆସନ୍ତାକାଲି ବିହାର, ଓଡ଼ିଶା, ଝାଡ଼ଖଣ୍ଡ, ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ତ୍ରିପୁରାରେ ପ୍ରବଳ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଥିବାବେଳେ କେନ୍ଦ୍ରୀୟ ଭାରତ କୋଙ୍କଣ, ଗୋଆ ଏବଂ ଗୁଜୁରାଟରେ ଚଳିତ ସପ୍ତାହରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରାଯାଇଛି । ଆଜି ସକାଳେ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁଁ ଗମନାଗମନ ବ୍ୟବସ୍ଥା କିଛିସମୟ ପାଇଁ ବାଧାପ୍ରାପ୍ତ ହୋଇଥିବା ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+