ଆଜି ବସିବ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ CCSର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ ନିଷ୍ପତ୍ତି

ଆଜି ପୁଣି CCS ବୈଠକ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୧ଟାରେ ବସିବ ସିସିଏସ୍ ବୈଠକ । ବୁଧବାର ସକାଳ ୧୧ଟାରେ କ୍ୟାବିନେଟ୍ ସୁରକ୍ଷା କମିଟି (CCS)ର ଏକ ବୈଠକ ଡକାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ CCS ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ସୁରକ୍ଷା ପ୍ରସ୍ତୁତି ଉପରେ ଆଲୋଚନା ହୋଇପାରେ । ପହଲଗାମ ଆତଙ୍କବାଦ ଆକ୍ରମଣ ପରେ ଏହା ଦ୍ୱିତୀୟ CCS ବୈଠକ ।

CCS meeting

ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣଙ୍କ ସମେତ ଅନ୍ୟ ସଦସ୍ୟ ଉପସ୍ଥିତ ରହିବେ ।

ବୈଠକରେ ସୁରକ୍ଷା ପ୍ରସ୍ତୁତି ବିଷୟରେ ଆଲୋଚନା କରାଯାଇ ପାରେ । ଭାରତ ସରକାର ଆଗକୁ କେଉଁ ପ୍ରକାର ପ୍ରତିକ୍ରିୟା ଦେବା ଉଚିତ ସେ ବିଷୟରେ ଆଲୋଚନା ହେବ। ସୁରକ୍ଷା ପ୍ରସ୍ତୁତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+