ଭାରତୀୟ ତଟରକ୍ଷୀଙ୍କୁ ମିଳିଲା ବଡ଼ ସଫଳତା, ମାଛଧରା ଡଙ୍ଗାରୁ ଜବତ କଲେ ୫ ଟନ୍ ଡ୍ରଗ୍ସ

ଭାରତୀୟ ତଟରକ୍ଷୀଙ୍କୁ ମିଳିଲା ବଡ଼ ସଫଳତା, ମାଛଧରା ଡଙ୍ଗାରୁ ଜବତ କଲେ ୫ ଟନ୍ ଡ୍ରଗ୍ସ , ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ। ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ କରିଥିଲେ ତଟରକ୍ଷୀ ବାହିନୀ। ଏହି ସମୟରେ ଏକ ମାଛଧରା ଡଙ୍ଗାରୁ ଡ୍ରଗ୍ସ ମିଳିଥିଲା। ଏହାପରେ ସମ୍ପୂର୍ଣ୍ଣ ତଦନ୍ତ ହେବା ପରେ ଏଥିରୁ ପାଖାପାଖି ୫ ଟନର ଡ୍ରଗ୍ସ ମିଳିଛି।

Indian Coast Guard

ଏନେଇ ଜଣେ ପ୍ରତିରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ତଟରକ୍ଷୀ ବାହିନୀ ଦ୍ୱାରା ଜବତ ହୋଇଥିବା ଡ୍ରଗ୍ସ ରାକେଟର ଏହା ସବୁଠାରୁ ବଡ଼ ମାମଲା, ପୂର୍ବରୁ ତଟରକ୍ଷୀ ବାହିନୀଙ୍କ ପକ୍ଷରୁ ଏତେ ପରିମାଣର ଡ୍ରଗ୍ସ ଜବତ କରାଯାଇ ନ ଥିଲା ବୋଲି ଅଧିକାରୀ ଜଣକ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+