Get Updates
Get notified of breaking news, exclusive insights, and must-see stories!

ଚାଷୀଙ୍କ ଋଣ ସୁଧ ଛାଡ଼ ପାଇଁ ଅତିରକ୍ତ ବଜେଟରେ .....

ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ଗୃହରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ବ୍ୟୟ ଅଟକଳ କରାଯାଇଛି। ଧାନ କ୍ରୟ ପାଇଁ ରିଭଲଭିଂ ପାଣ୍ଠି ୩ ହଜାର କୋଟି ଏବଂ ଚାଷୀଙ୍କୁ MSP ଓ ଇନପୁଟ ସହାୟତା ବାବଦରେ ୮୫୦ କୋଟି ବ୍ୟୟ ଅଟକଳ ହୋଇଛି।

farmer

ସେହିପରି ଚାଷୀଙ୍କ ଋଣ ସୁଧ ଛାଡ଼ ପାଇଁ ସମବାୟ ବ୍ୟାଙ୍କ/ପ୍ୟାକ୍ସକୁ ୩୦୦ କୋଟି, ଜାତୀୟ ସ୍ବାସ୍ଥ୍ୟ ମିଶନ (NHM) ପାଇଁ ୯୯୪ କୋଟି, ମିଶନ ଶକ୍ତି କାର୍ଯ୍ୟକ୍ରମ ପାଇଁ ୪୦୫ କୋଟି, ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୪୨୬ କୋଟି, ରାସ୍ତା ଓ ସେତୁ ରକ୍ଷଣାବେକ୍ଷଣ ପାଇଁ ୨୫୦ କୋଟି ବ୍ୟୟବରାଦ ହୋଇଛି। ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୧୧୬ କୋଟି, ଜାତୀୟ ବିପର୍ଯ୍ୟୟ ବିପଦ ପ୍ରଶମନ ପାଣ୍ଠି ୧୭୧ କୋଟି, ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକ ପାଇଁ ୧୬୪ କୋଟି ବ୍ୟୟ ଅଟକଳ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+