ଅସ୍ତ୍ରବିରତି ପାଇଁ ଭାରତ ପାକିସ୍ତାନ ରାଜି : ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍
ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଭାରତ-ପାକିସ୍ତାନକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ସୂଚନା। ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି କହିଲେ ଟ୍ରମ୍ପ। 'ଏକ୍ସ'ରେ ଏନେଇ ଟ୍ରମ୍ପ୍ ଦେଲେ ବଡ଼ ସୂଚନା। ଦୁଇ ଦେଶ ସହ ମଧ୍ୟସ୍ଥତା ପରେ ସହମତି ନେଇ ଜଣାଇଲେ ।

ତୁରନ୍ତ ଅସ୍ତ୍ରବିରତି ନେଇ ଉଭୟ ଦେଶ ରାଜି ବୋଲି ଲେଖିଲେ । ସହମତି ପାଇଁ ଦୁଇ ରାଷ୍ଟ୍ରକୁ ଧନ୍ୟବାଦ ଜଣାଇଲେ ଟ୍ରମ୍ପ । ଟ୍ରମ୍ପଙ୍କ ଟ୍ବିଟ୍ ନେଇ ଭାରତ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇନି ।












Click it and Unblock the Notifications