Get Updates
Get notified of breaking news, exclusive insights, and must-see stories!

ଦେଶର କରୋନା ସ୍ଥିତିରେ ଆସୁଛି ସୁଧାର, ଗତ ୨୪ ଘଣ୍ଟାରେ ଦେଶରେ ୮୦,୮୩୪ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ସୁଧୁରୁଛି କରୋନା ସ୍ଥିତି । ଦିନକରେ ୮୦ହଜାର ୮୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭୧ ଦିନରେ ସବୁଠୁ କମ୍ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଦେଶରେ ।

ନୂଆଦିଲ୍ଲୀ: ଦେଶରେ ସୁଧୁରୁଛି କରୋନା ସ୍ଥିତି । ଦିନକରେ ୮୦ହଜାର ୮୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭୧ ଦିନରେ ସବୁଠୁ କମ୍ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଦେଶରେ । ଦେଶର ଦୈନିକ ପଜିଟିଭ ହାର ୪.୨୫ ପ୍ରତିଶତ ରହିଛି । ଦେଶରେ ୭୩ ଦିନ ପରେ ସର୍ବନିମ୍ନ ୮୦୮୩୪ ସଂକ୍ରମିତ ଚିହ୍ନଟ ହୋଇଛି ।

india corona update

ସେହିଭଳି ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୩୩୦୩ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩,୭୦,୩୮୪ ରହିଛି । ୨୪ ଘଣ୍ଟାରେ ଲକ୍ଷେ ୩୨ହଜାର ୬୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ୩ହଜାର ୩୦୩ ସଂକ୍ରମିତଙ୍କ ଜୀବନ ନେଇଛି କିଲର ଭାଇରସ୍ । ମୋଟ୍ କରୋନା ପଜିଟଭ ସଂଖ୍ୟା ୨କୋଟି ୯୪ଲକ୍ଷ ୩୯ହଜାର ୯୮୯ ଥିବା ବେଳେ ମୋଟ୍ ସୁସ୍ଥ ହେଲେଣି ୨କୋଟି ୮୦ ଲକ୍ଷ ୪୩ହଜାର ୪୪୬ । ଆକ୍ଟିଭ କେସ୍ ୧୦ଲକ୍ଷ ୨୬ହଜାର ୧୫୯ଥିବା ବେଳେ ମୋଟ୍ ମୃତ୍ୟୁସଂଖ୍ୟା ୩ଲକ୍ଷ ୭୦ହଜାର ୩୮୪ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ରାଜ୍ୟରେ ବି ଖସୁଛି ଦୈନିକ ସଂକ୍ରମଣ ହାର । ଗତ ୨୪ ଘଣ୍ଟାରେ ୪ ହଜାର ୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୫୪୬ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪୬ ଜଣ ଲୋକାଲ କଣ୍ଟାକ୍ଟସରୁ ଚିହ୍ନଟ ହୋଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+