Get Updates
Get notified of breaking news, exclusive insights, and must-see stories!

ମୋଦିଙ୍କୁ ନିମନ୍ତ୍ରଣ କଲେ ଟ୍ରମ୍ପ, ଜାଣନ୍ତୁ କାହିଁକି......

ଗାଜାରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ଲକ୍ଷ୍ୟ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍‍ଡ ଟ୍ରମ୍ପ ଗଠନ କରିଥିବା କମିଟିର ସଦସ୍ୟ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଆମେରିକା ରାଷ୍ଟ୍ରପତିଙ୍କ ଦ୍ୱାରା ଲିଖିତ ଏ ସଂପର୍କତ ଚିଠିକୁ ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗୋର୍‍ ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି ।

modi

ଶ୍ରୀ ଟ୍ରମ୍ପ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ 'ବୋର୍ଡ ଅଫ୍‍ ପିସ୍‍'ରେ ସାମିଲ ହେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ମଧ୍ୟପ୍ରାଚ୍ୟରେ ଶାନ୍ତି ପ୍ରତିଷ୍ଠାକୁ ସୁଦୃଢ଼ କରିବା ଏବଂ ବୈଶ୍ୱିକ ଆହ୍ୱାନଗୁଡ଼ିକର ସମାଧାନ ଲକ୍ଷ୍ୟରେ ଏକ ସାହସିକ ନୂତନ ପଦକ୍ଷେପ ଆରମ୍ଭ କରିବା ପାଇଁ ଶ୍ରୀ ମୋଦୀଙ୍କୁ ତାଙ୍କ ସହ ଯୋଗଦେବା ପାଇଁ ଶ୍ରୀ ଟ୍ରମ୍ପ ଅନୁରୋଧ କରିଛନ୍ତି । ଗାଜା ଷ୍ଟ୍ରିପ୍‍ରେ ଇସ୍ରାଏଲ୍‍ ଏବଂ ହମାସ୍‍ ମଧ୍ୟରେ ଯୁଦ୍ଧ ବିରତି ଚୁକ୍ତିର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ଲକ୍ଷ୍ୟ ନେଇ ରାଷ୍ଟ୍ରପତି ଶ୍ରୀ ଟ୍ରମ୍ପ ଏହି ଶାନ୍ତି କମିଟି ଗଠନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+