କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 11451 ନୂଆ ରୋଗୀ ଚିହ୍ନଟ, 266 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 11 ହଜାର 451 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ କରୋନାଜନିତ ମୃତ୍ୟ ଚିନ୍ତା ବଢାଇଛି । ଏହ ସମୟରେ 266 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 11 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 11 ହଜାର 451 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

CoronaVirus

ଅପରପକ୍ଷରେ କରୋନାଜନିତ ମୃତ୍ୟ ଚିନ୍ତା ବଢାଇଛି । ଏହ ସମୟରେ 266 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି । ଏହା ସହିତ ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 61 ହଜାର 57 ରେ ପହଞ୍ଚିଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 13 ହଜାର 204 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 42 ହଜାର 826 ସକ୍ରିୟ ମାମଲା ରହିଛି । ମୋଟ 3 କୋଟି 37 ଲକ୍ଷ 63 ହଜାର 104 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 108 କୋଟି 47 ଲକ୍ଷ 23 ହଜାର 42 ଡୋଜ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+