Get Updates
Get notified of breaking news, exclusive insights, and must-see stories!

ଗତ 24 ଘଣ୍ଟାରେ 34973 ନୂଆ ରୋଗୀ ଚିହ୍ନଟ, 260 ଜଣଙ୍କର ପ୍ରାଣହାନୀ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 34 ହଜାର 973 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 260 ଜଣଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ସାମ୍ଭାବ୍ୟ କରୋନା ଭାଇରସର ତୃତୀୟ ଲହର ଆଶଙ୍କା ମଧ୍ୟରେ ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 34 ହଜାର 973 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

CoronaVirus

ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 260 ଜଣଙ୍କର ମୃତ୍ୟୁ ହୋଇଛି । ଏହି ସମୟ ମଧ୍ୟରେ 37 ହଜାର 681 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏଯାବତ୍ ମୋଟ 4 ଲକ୍ଷ 42 ହଜାର 9 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 31 ଲକ୍ଷ 74 ହଜାର 954 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ 3 କୋଟି 23 ଲକ୍ଷ 42 ହଜାର 299 ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ନୂତନ ମାମଲା ଆସିବା ପରେ ଆଜି ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 90 ହଜାର 646 ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+