ଆଶ୍ୱସ୍ତିଜନକ ରହିଛି ଦୈନିକ କରୋନା ମାମଲା, କମିଛି କରୋନାଜନିତ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରେ ମିଳିଛି ଆଶ୍ୱସ୍ତି । ଗତ କିଛି ଦିନ ହେବ ଦୈନିକ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଏପରିକି ବର୍ତ୍ତମାନ ମାମଲା ସ୍ଥିର ରହିଛି । ଦୈନିକ ସଂକ୍ରମଣ ମାମଲା 5 ଶହ ପାଖାପାଖି ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 532 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 953 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 6 ହଜାର 168 ରେ ପହଞ୍ଚିଛି । ଏହି ସମୟରେ 2 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 88 ହଜାର 426 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 44 ଲକ୍ଷ 50 ହଜାର 404 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 854 ରୋଗୀ ପ୍ରାଣ ହରାଇଛନ୍ତି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications