ସାମାନ୍ୟ ହ୍ରାସ ପାଇଲା କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 6594 ରୋଗୀ, ପ୍ରାଣ ହରାଇଛନ୍ତି 6 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6594 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 6 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 4035 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ଅହେତୁକ ବୃଦ୍ଧି ପରେ ଗତକାଲି ସାମାନ୍ୟ ହ୍ରା ହୋଇଛି । ଗତ କିଛି ଦିନ ହେବ କରୋନାର ଦୈନିକ ସଂକ୍ରମଣ 7 ହଜାର ପରେ ରହୁଥିବା ବେଳେ ଗତକାଲି ଏହା 6 ହଜାରକୁ ଖସିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।

CoronaVirus

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6594 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 6 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 4035 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 50 ହଜାର 548 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 32 ଲକ୍ଷ 36 ହଜାର 695 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 61 ହଜାର 370 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 777 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+