୧୦୦ ତଳକୁ ଖସିଲା ଦେଶର ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା

ଦେଶରେ ୧୦୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟର ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୧୮ ଜଣ ସୁସ୍ଥ ହୋଇଛନ୍ତି ।

corona

ନୂଆଦିଲ୍ଲୀ:ଗୋଟେ ପଟେ ଚୀନରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଦେଶରେ ୧୦୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟର ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୧୮ ଜଣ ସୁସ୍ଥ ହୋଇଛନ୍ତି ।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୦୧୫ । ସେହିପରି ଗତ ୨୪ ଘଣ୍ଟା ମଧ୍ୟ ଜଣଙ୍କର କୋଭିଡ୍ ଜିନିତ ମୃତ୍ୟୁ ହୋଇଛି । ଯାହା ପରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫.୩୦.୭୩୫ରେ ପହଁଚିଛି । ଅନ୍ୟପକ୍ଷରେ ୧୧୮ ଜଣ ସୁସ୍ଥ ହୋଇଛନ୍ତି ମୋଟ୍ ସୁସ୍ଥତା ସଂଖ୍ୟା ୪.୪୧.୪୯.୩୬୪ । ଦେଶରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧.୯୩୪ ରେକର୍ଡ କରାଯାଇଛି । କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ ୨.୨୦.୨୮.୪୪.୮୫୧ ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+