ପାକିସ୍ତାନକୁ ନେଇ ତୁର୍କିକୁ ଏଭଳି କିଛି କହିଲା ବୈଦେଶିକ ମନ୍ତ୍ରଣାଳୟ

ଭାରତ ବିରୋଧରେ ପାକିସ୍ତାନକୁ ସମର୍ଥନ କରୁଥିବା ତୁର୍କୀକୁ ଏକ କଡ଼ା ବାର୍ତ୍ତା ଦେଇଛି । ତୁର୍କୀକୁ ଭାରତ କହିଛି ଯେ ପାକିସ୍ତାନକୁ କୁହ ସେ ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ କରୁ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ ଗୁରୁବାର କହିଛନ୍ତି ଯେ ଭାରତ ଆଶା କରୁଛି ଯେ ତୁର୍କୀ ପାକିସ୍ତାନକୁ ସୀମାପାର ଆତଙ୍କବାଦକୁ ସମର୍ଥନ ବନ୍ଦ କରିବା ଏବଂ ଆତଙ୍କବାଦୀ ଯନ୍ତ୍ର ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦୃଢ଼ ଭାବରେ ଅନୁରୋଧ କରିବ।

mea
ସେ କହିଛନ୍ତି, "ଆମେ ଆଶା କରୁଛୁ ଯେ ତୁର୍କୀ ପାକିସ୍ତାନକୁ ସୀମାପାର ଆତଙ୍କବାଦକୁ ସମର୍ଥନ ବନ୍ଦ କରିବାକୁ ଏବଂ ଦଶନ୍ଧି ଧରି ପୋଷଣ କରିଆସୁଥିବା ଆତଙ୍କବାଦୀ ଇକୋସିଷ୍ଟମ ବିରୁଦ୍ଧରେ ବିଶ୍ୱସନୀୟ ଏବଂ ଯାଞ୍ଚଯୋଗ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦୃଢ଼ ଭାବରେ ଅନୁରୋଧ କରିବ।" "ପରସ୍ପରର ଚିନ୍ତା ପ୍ରତି ସମ୍ବେଦନଶୀଳତା ଉପରେ ସମ୍ପର୍କ ଗଢ଼ି ଉଠିଥାଏ," ସେ କହିଥିଲେ। ଶ୍ରୀ ଜୟସ୍ବାଲ ଆଉ ଥରେ ସ୍ପଷ୍ଟ କରିଦେଇଛନ୍ତି ଯେ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିରେ କୌଣସି ତୃତୀୟ ପକ୍ଷର ଭୂମିକା ନଥିଲା ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+