ଆସନ୍ତା ୩୦ରେ ପ୍ରଧାନମନ୍ତ୍ରୀଙ୍କ ୧୨୦ତମ “ମନ୍ କି ବାତ୍' କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୩୦ ତାରିଖ ରବିବାର ଦିନ ଆକାଶବାଣୀର ମନ୍‍ କି ବାତ୍‍ କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସହ ଭାବ ବିନିମୟ କରିବେ । ଏହା ହେବ ତାଙ୍କର ମାସିକ ରେଡିଓ ମନ୍‍ କି ବାତ୍‍ କାର୍ଯ୍ୟକ୍ରମର ୧୨୦ତମ ସଂସ୍କରଣ । ଏଥିପାଇଁ ପ୍ରଧାନମନ୍ତ୍ରୀ ଲୋକମାନଙ୍କୁ ସେମାନଙ୍କର ମତାମତ ଦେବାକୁ ଅନୁରୋଧ କରିଛନ୍ତି । ଜନସାଧାରଣ ନମୋ ଆପ୍‍ ଓ ଗଚ୍ଚ ଏକ୍ଟଙ୍ଖ ପୋର୍ଟାଲ୍‍ରେ ସେମାନଙ୍କର ମତାମତ ଦେଇ ପାରିବେ ।

Prime Minister Narendra Modi

ଏହା ବ୍ୟତୀତ ସେମାନେ ୧୮୦୦-୧୧-୭୮୦୦ ଡାଏଲ୍‍ କରି ସେମାନଙ୍କର ମତାମତ ରେକର୍ଡ କରିପାରିବେ । ସେମାନେ ମଧ୍ୟ ୧୯୨୨ କୁ ମିସ୍‍ଡ କଲ୍‍ ଦେଇ ଝଗଝ ଅନୁସାରେ ନିଜର ମତାମତ ଆସନ୍ତା ୨୫ ତାରିଖ ମଧ୍ୟରେ ଦେଇପାରିବେ । ମନ୍‍ କି ବାତ୍‍ କାର୍ଯ୍ୟକ୍ରମ ଆକାଶବାଣୀ ଓ ଦୂରଦର୍ଶନର ସମସ୍ତ ନେଟ୍‍ୱର୍କ, ଆକାଶବାଣୀ ସମ୍ବାଦ ୱେବ୍‍ସାଇଟ୍‍ ଓ ନ୍ୟୁଜ୍‍ ଅନ୍‍ ଏ.ଆଇ.ଆର୍‍. ମୋବାଇଲ୍‍ ଆପ୍‍ରେ ଉପଲବ୍ଧ ହେବ । ଏହା ଆକାଶବାଣୀ ସମ୍ବାଦ, ଡି.ଡି. ନ୍ୟୁଜ୍‍, ପି.ଏମ୍‍.ଓ. ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ୟୁଟ୍ୟୁବ୍‍ ଚ୍ୟାନେଲ୍‍ରେ ଲାଇଭ୍‍ ଷ୍ଟ୍ରିମିଙ୍ଗ୍‍ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+