ସେୟାର ବଜାର ଉପରେ ଇରାନ୍-ଇସ୍ରାଏଲ୍ ଯୁଦ୍ଧ ପ୍ରଭାବ, କାରବାର ଆରମ୍ଭରୁ ଖସିଲା ସେନସେକ୍ସ

ସେୟାର ବଜାରରେ ଯୁଦ୍ଧର ପ୍ରଭାବ । ଇରାନ ଉପରେ ଆମେରିକାର ଆକ୍ରମଣ ପରେ ସେନସେକ୍ସ ୬୦୦ ପଏଣ୍ଟ ତଳକୁ ଖସିଛି । ସକାଳୁ ମାର୍କେଟ ଖୋଲିବା ପରେ ୬୦୦ ପଏଣ୍ଟ ଖସିଥିବା ବଳେ ନିଫ୍ଟି ୧୮୦ ପଏଣ୍ଟ ଖସିଛି । କେବଳ ଭାରତରେ ନୁହେଁ ବିଶ୍ବ ବଜାରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ସେହିପରି ଏନର୍ଜୀ ମାର୍କେଟରେ ମଧ୍ୟ ପ୍ରଭାବ ।

Iran-Israel war

ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୨ ପ୍ରତିଶତ ବଢିଛି । ବିଶ୍ବର ପଞ୍ଚମ କ୍ରୁଡ ଅଏଲ ତଥା ଇରାନ ଷ୍ଟ୍ରେଟ ଅଫ ହାର୍ମୁଜ ବନ୍ଦ କରିବାକୁ ଅଶୋଧିତ ତେଲ ଦର ବଢିଛି । ଇରାନ ହେଉଛି ବିଶ୍ବର ନବମ ତେଲ ଉତ୍ପାଦନକାରୀ ସଂସ୍ଥା । ଏବଂ ଦିନକୁ ପ୍ରାୟ ୩ ଦଶମିକ ୩ ମିଲିୟନ ବ୍ୟାରେଲ କ୍ରୁଡ ଅଏଲ ଉତ୍ପାଦନ କରିଥାଏ । ଯୁଦ୍ଧ ଯୋଗୁ ଏବେ ତେଲ ବଜାରରେ ପ୍ରଭାବ ପଢିଛି । ଆଗାମୀ ଦିନରେ ପେଟ୍ରୋଲ ଓ ଡିଲେଜ ଦର ବଢିବ ବୋଲି ଆଶା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+