ମାଇନ୍ସ କମ୍ପାନୀରେ ବଡ଼ଧରଣର IT ରେଡ୍
Odisha News: ମାଇନ୍ସ କମ୍ପାନୀ ଏସ୍.ଏନ୍ ମହାନ୍ତି ଗ୍ରୁପରେ ବଡ଼ଧରଣର IT ରେଡ୍ । ଏହି କମ୍ପାନୀର ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିବା ନେଇ ସୂଚନା ରହିଛି । କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡବିଲ, ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ରେଡ୍ କରାଯାଇଛି । ତେବେ ଟିକସ ଫାଙ୍କିବା ଅଭିଯୋଗରେ ଏହି ଚଢାଇ କରାଯାଇଥିବା ନେଇ ସୂଚନା ରହିଛି ।

ସୂଚନା ଅନୁସାରେ, ବଡ଼ ବିଲରେ ଥିବା କମ୍ପାନୀ ଅଫିସ, ଭୁବନେଶ୍ୱରରେ ଥିବ ଘର ଏବଂ କର୍ପୋରେଟ୍ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଥିବା ନେଇ ସୂଚନା ରହିଛି । ଏପର୍ଯ୍ୟନ୍ତ କମ୍ପାନୀ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରାକାଶ ପାଇ ନାହିଁ । ତେବେ ଆଜି ଭୋରରୁ ଏହି ଚଢାଉ କରାଯାଇଛି ରେଡ୍ ସମୟରେ ଟଙ୍କା-ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications