J&K Polls 2024: ଆସିଲା ବିଜେପିର ଷ୍ଟାର ପ୍ରଚାରକ ତାଲିକା, ଜମ୍ମୁ-କାଶ୍ମୀରରେ ପ୍ରଚାର କରିବେ ମୋଦି, ଶାହ

BJP Star Campaigner List: ଜାମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ ଘୋଷଣା ହେବା ପରେ ରାଜନୈତିକ ଦଳମାନେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟି ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ନାମ ମଧ୍ୟ ସାମିଲ ଅଛି ।

BJP Star Campaigner List

ନରେନ୍ଦ୍ର ମୋଦିଙ୍କ ସହ ଅମିତ ଶାହ, ରାଜନାଥ ସିଂ, ସ୍ମୃତି ଇରାନୀ, ଜେନେରାଲ ଭି.କେ ସିଂ, ନିର୍ମଲ ସିଂଙ୍କୁ ଜାମ୍ମୁ କାଶ୍ମୀର ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+