Get Updates
Get notified of breaking news, exclusive insights, and must-see stories!

Jammu and Kashmir Assembly Election : ଆସନ୍ତାକାଲି ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ, ଚୂଡାନ୍ତ ହେଲା ସମସ୍ତ ପ୍ରସ୍ତୁତି

Jammu and Kashmir Assembly Election : ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶାନ୍ତିପୂର୍ଣ୍ଣ ଏବଂ ସ୍ୱଚ୍ଛ ଓ ଅବାଧ ନିର୍ବାଚନ ଲକ୍ଷ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହି ପର୍ଯ୍ୟାୟରେ ଆସନ୍ତାକାଲି ୭ଟି ଜିଲ୍ଲାର ୪୦ଟି ବିଧାନସଭା ମଣ୍ଡଳୀ ପାଇଁ ମତଗ୍ରହଣ କରାଯିବ ।

Final polling

ସେଥିମଧ୍ୟରେ କାଶ୍ମୀର ଅଞ୍ଚଳର ୧୬ଟି ଏବଂ ଜାମ୍ମୁ ଅଞ୍ଚଳର ୨୪ଟି ବିଧାନସଭା ଆସନ ରହିଛି । ଏହି ପର୍ଯ୍ୟାୟରେ ୩୯ ଲକ୍ଷ ୧୮ହଜାରରୁ ଅଧିକ ଭୋଟର ୪୧୫ଜଣ ପ୍ରାର୍ଥୀଙ୍କର ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ । ମତଗ୍ରହଣ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ।୩ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟାରେ ୬୧ ପ୍ରତିଶତ ମତଦାତା ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୫୬ପ୍ରତିଶତ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଥିଲେ । ଆସନ୍ତା ୮ ତାରିଖ ଦିନ ଭୋଟ୍‌ଗଣତି ସହ ଫଳାଫଳ ଘୋଷଣା କରାଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+