LoCରେ ନିର୍ମାଣ ହେଉଛି ....
ଶୁକ୍ରବାର ରାତିରୁ ଜମ୍ମୁ ଅଞ୍ଚଳର ଅନ୍ତର୍ଜାତୀୟ ସୀମା ଓ ନିୟନ୍ତ୍ରଣ ରେଖା ନିକଟରେ ଗୁଳିବର୍ଷା ଜାରି ରହିଥିବାରୁ ଏବେ ସୀମାବର୍ତ୍ତୀ ଗ୍ରାମବାସୀଙ୍କ ସୁରକ୍ଷା ପାଇଁ ସେନା ଓ ପ୍ରଶାସନ ପକ୍ଷରୁ ଅନେକ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି । ଗ୍ରାମବାସୀମାନଙ୍କ ପାଇଁ ପୂର୍ବରୁ ରହିଥିବା ଭୂତଳ ବଙ୍କର ସଫା କରାଯିବା ସହ ନୂଆ ବଙ୍କର ନିର୍ମାଣ ମଧ୍ୟ ହେଉଛି ।

ବଡ଼ ଆକ୍ରମଣ ସ୍ଥିତିରେ ତତ୍କାଳ ସତର୍କତା ପଦକ୍ଷେପ ନେବାକୁ ଲୋକଙ୍କୁ ସଚେତନ କରାଯାଇଛି । ପାକିସ୍ତାନୀ ସୈନିକଙ୍କ ଗୁଳିମାଡ଼ରୁ ସୀମାନ୍ତ ଗ୍ରାମବାସୀଙ୍କୁ ସୁରକ୍ଷା ଦେବା ପାଇଁ ସରକାର ବହୁ ସଂଖ୍ୟାରେ ଭୂତଳ ସୁରକ୍ଷିତ ଆଶ୍ରୟସ୍ଥଳୀ ନିର୍ମାଣ କରିଛନ୍ତି । ୨୦୨୧ ପରଠାରୁ ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା କମ ରହିଥିବା ବେଳେ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସୀମାବାସିନ୍ଦାଙ୍କ ମଧ୍ୟରେ ନିରାପତ୍ତା ଚିନ୍ତା ବଢ଼ିଯାଇଛି। ଆଗକୁ କିଭଳି ପରିସ୍ଥିତି ସୃଷ୍ଟି ହେବ ତାହା କେହି ଜାଣନ୍ତି ନାହିଁ ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications