Jharkhand Assembly Election:ଶେଷ ହେଲା ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା

ଝାଡ଼ଖଣ୍ଡ ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଶେଷ ହେଉଛି । ପ୍ରାର୍ଥୀମାନେ ଆଜି ଅପରାହ୍ନ ୩ଟା ଶୁଦ୍ଧା ସେମାନଙ୍କର ମନୋନୟନ ପତ୍ର ଦାଖଲ କରିଛନ୍ତି । ଏହି ପର୍ଯ୍ୟାୟରେ ଆସନ୍ତା ମାସ ୨୦ ତାରିଖରେ ୩୮ଟି ଆସନ ନିମନ୍ତେ ମତଗ୍ରହଣ ଅନୁଷ୍ଠିତ ହେବ । ଏ ପର୍ଯ୍ୟନ୍ତ ୬୩୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି ।

eci

ଆସନ୍ତାକାଲି ପ୍ରାର୍ଥୀପତ୍ର ଗୁଡ଼ିକର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୧ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ । ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ନିମନ୍ତେ ଘୋଷଣା ହେବା ପରେ ୮୬ କୋଟି ୩୨ ଲକ୍ଷରୁ ଅଧିକ ଟଙ୍କା ସମେତ ବିଭିନ୍ନ ବେଆଇନ ସାମଗ୍ରୀ ଜବତ କରାଯାଇଛି । ନିର୍ବାଚନ ଆଦର୍ଶ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗରେ ଏ ପର୍ଯ୍ୟନ୍ତ ୨୦ଟି ମାମଲା ଦାଏର କରାଯାଇଥିବା ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+