Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ହିଟ୍‌ଓ୍ବେଭ୍‌ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା

ଆଜି ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ଥିଲା । ଯାହାର ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି । ସମ୍ବଲପୁର ୪୦.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ହରାକୁଦ ୩୯.୯, ରାଉରକେଲା ୩୮.୬ ଏବଂ ଭୁବନେଶ୍ୱର ତାପମାତ୍ରା ୩୬.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ରହୁଥିବାବେଳେ ଉତ୍ତର ଓଡିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ପାଖାପାଖି ରହୁଛି । ଖରାର ପ୍ରକୋପ ଏତେ ବଢ଼ିବାରେ ଲାଗିଛି ଯେ, ଲେକ ୧୦ଟା ପରେ ବାହାରକୁ ବାହାରିବାକୁ ରାଜି ହେଉ ନାହାନ୍ତି ।

Jharsuguda Hottest Cities in odisha

ସେହିପରି କାଲିଠାରୁ ଓଡ଼ିଶାରେ କାଳବୈଶାଖୀ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+