Get Updates
Get notified of breaking news, exclusive insights, and must-see stories!

ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଚମ୍ପାଇ ସୋରେନ

ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପଇ ସୋରେନ୍‌ । ପଦ ଓ ଗୋପନୀୟତାର ଶପଥ କରାଇଲେ ରାଜ୍ୟପାଳ । ସହଯୋଗୀ କଂଗ୍ରେସର ଆଲମଗିରି ଆଲାମ ବି ଶପଥ ନେଇଛନ୍ତି । ଆରଜେଡିର ସତ୍ୟାନନ୍ଦ ଭୋକ୍ତା ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣନ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ପରେ ଚମ୍ପାଇ ସୋରେନ ଝାଡ଼ଖଣ୍ଡ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣନ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ପରେ ଚମ୍ପାଇ ସୋରେନ ଝାଡ଼ଖଣ୍ଡ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

Champai Soren takes oath as Chief Minister of Jharkhand,

ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ହେମନ୍ତ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ ଚମ୍ପାଇ ସୋରେନ ପରିବହନ, ପଛୁଆ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଥିଲେ । ୨୦୦୫ ମସିହାରେ ପ୍ରଥମ ଥର ପାଇଁ ସରାୟକେଲା ଆସନରୁ ଚମ୍ପାଇ ସୋରେନ ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+