JP Nadda Odisha Visit: ଆଜି ଓଡ଼ିଶା ଆସିବେ ଜେପି ନଡ୍ଡା

ଆସୁଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଆଜି ସଂଧ୍ୟା ୭ଟା ୫୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧା ପୁରୀ ଯାଇ ରାତ୍ରିଯାପନ କରିବେ ନଡ୍ଡା। ୨୮ ତାରିଖ ଦିନ ୧୦ଟାରେ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦଘାଟନ କରିବେ। ଅପରାହ୍ନ ୨ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ।

ରାତିରେ କୋଣାର୍କ ଇକୋ ରିସର୍ଟରେ ରହିବେ। ଆସନ୍ତାକାଲି ପୂର୍ବାହ୍ନ ପ୍ରାୟ ୧୦ଟାରେ ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ ଜେପି ନଡ୍ଡା। କାଲି ଅପରାହ୍ନ ୨ଟାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯିବେ ଶ୍ରୀମନ୍ଦିର।

JP Nadda Odisha Visit

୨୮ ତାରିଖ ପୂର୍ବାହ୍ଣ ୧୦ଟାରେ ପୁରୀରେ ହେବାକୁ ଥିବା ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଅପରାହ୍ଣ ୨ଟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ଅଢ଼େଇ ଘଣ୍ଟା ରହିବେ। ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+