ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ ଜୋୟମାଲ୍ୟା ବାଗ୍‌ଚୀ

କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ ଜୋୟମାଲ ମାଲ୍ୟା ବାଗ୍‌ଚୀଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ଆଜି ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥପାଠ କରାଇଛନ୍ତି । ସୁପ୍ରିମକୋର୍ଟ ପରିସରରେ ଅନୁଷ୍ଠିତ ଶପଥଗ୍ରହଣ ଉତ୍ସବରେ ସମସ୍ତ ବିଚାରପତି ଗଣ ଉପସ୍ଥିତ ଥିଲେ । ସୁପ୍ରିମକୋର୍ଟରେ ୩୪ଟି ଅନୁମୋଦିତ ବିଚାରପତି ପଦବୀ ରହିଥ‌ିବାବେଳେ ଜଷ୍ଟିସ ବାଗ୍‌ଚୀଙ୍କ ନିଯୁକ୍ତି ପରେ ଏହି ସଂଖ୍ୟା ୩୩ରେ ପହଞ୍ଚିଛି ।

Justice Bagchi

ସୂଚନାଯୋଗ୍ୟ ଜଷ୍ଟିସ ଜୋୟମାଲ୍ୟା ବାଗ୍‌ଚୀ ୬ବର୍ଷରୁ ଅଧିକ ସମୟ ସର୍ବୋଚ୍ଚ ନ୍ୟାୟାଳୟରେ କାର୍ଯ୍ୟ ดิฉ ଏବଂ ଆଗାମୀ ଦିନରେ ସେ ଭାରତର ପ୍ରଧାନ ବିଚାରପତି ଭାବରେ ମଧ୍ୟ ଦାୟି ଦାୟିତ୍ବ ଗ୍ରହଣ କରିବେ ବୋଲି ଆଶା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+