ଆହ୍ଲାବାଦ ହାଇକୋର୍ଟ ଯିବେ ଜଷ୍ଟିସ ଯଶୱନ୍ତ ବର୍ମା

Odisha News: ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କୁ ଆହ୍ଲାବାଦ ହାଇକୋର୍ଟକୁ ବଦଳି କରାଯାଇଛି । କେନ୍ଦ୍ର ସରକାର ଜଷ୍ଟିସ୍ ବର୍ମାଙ୍କୁ ଆହ୍ଲାବାଦ ହାଇକୋର୍ଟରେ ଦାୟିତ୍ୱ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ବ୍ୟତୀତ ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ୍ ସିଡି ସିଂହଙ୍କୁ ମଧ୍ୟ ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର କରାଯାଉଛି।

Justice Yashwant Verma
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+