Get Updates
Get notified of breaking news, exclusive insights, and must-see stories!

ଭୁଶୁଡିଲା ବିଲ୍ଡିଂର ଛାତ, ୭ ମୃତ, ୬ ଆହତ

ମୁମ୍ବାଇର ଥାନେ ନିକଟ କଲ୍ୟାଣ ଅଞ୍ଚଳରେ ବଡ଼ ଧରଣର ଦୁର୍ଘଟଣା । ବିଲ୍ଡିଂର ସ୍ଲାବ ଭୁଶୁଡି ଜଣେ ଶିଶୁ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୩ ଜଣ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅଞ୍ଚଳର । ଏକ ଆବାସିକ କୋଠାର ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଶିଶୁ ସମେତ ଅନ୍ୟ ୬ ଜଣଙ୍କର ମୃତ୍ୟୁ ଘଟିଛି ।

କଲ୍ୟାଣ ଡୋମ୍ବ୍ରିଭାଲି ମ୍ୟୁନିସିପାଲ କର୍ପୋରେସନର ଅଧିକାରୀ ଦୁର୍ଘଘଟଣାର ସୂଚନା ଦେଇଛନ୍ତି । କୋଠାର ସ୍ଲାବ ଭୁଶୁଡ଼ି ପଡ଼ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅଧିକାରୀମାନେ କହିଛନ୍ତି । ଏବେ ବି ଜଣେ ବ୍ୟକ୍ତି ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ତାଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି ।

mumbai roof

କୋଠାଟିକୁ 'ବିପଜ୍ଜନକ' ଘୋଷଣା କରାଯାଇଥିଲା । ବର୍ଷା ଋତୁ ପୂର୍ବରୁ ଘରକୁ ଖାଲି କରିବାକୁ ନୋଟିସ ଜାରି କରାଯାଇଥିଲା । ଦୁର୍ଘଟଣା ସମୟରେ ଲୋକମାନେ କୋଠାରେ ଥିଲେ। ଅନ୍ୟପକ୍ଷରେ, ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଭଗ୍ନାବଶେଷ ତଳେ କେହି ପୋତି ହୋଇଛନ୍ତି କି ନାହିଁ ତାହା ଜାଣିବା ପାଇଁ ସନ୍ଧାନ କରାଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+