ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ଯାଣ ସିଂହଙ୍କ ଦେହାନ୍ତ
ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ଯାଣ ସିଂହଙ୍କ ଦେହାନ୍ତ
ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ଯମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା କଲ୍ୟାଣ ସିଂହଙ୍କ ଆଜି ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ରହି ଲକ୍ଷ୍ନୌର ଏକ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ତାଙ୍କୁ ଲାଇଫ୍ ସପୋର୍ଟ ସିଷ୍ଟମ୍ରେ ରଖାଯାଇ ଥିଲା।

କଲ୍ୟାଣ ସିଂହ ରାଜସ୍ଥାନ ତଥା ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବରେ ପୂର୍ବରୁ ଦାୟିତ୍ବ ନିର୍ବାହ କରିଛନ୍ତି। ସ୍ବର୍ଗତ ସିଂହ ଉତ୍ତରପ୍ରଦେଶର ଲୋକପ୍ରିୟ ଜନନେତା ତଥା ମୁଖ୍ୟମନ୍ତ୍ରୀ ଭାବରେ ସୁନାମ ଅର୍ଜନ କରିଥିଲେ।












Click it and Unblock the Notifications