ମେ ୨ରେ ଖୋଲିବ ବାବା କେଦାରନାଥ ଧାମ କପାଟ
ଚାରିଧାମ ଯାତ୍ରା ପାଇଁ ଖୁସି ଖବର । ବାବା କେଦାରନାଥ ଧାମଙ୍କ ଦ୍ୱାର ଖୋଲିବାର ତାରିଖ ଘୋଷଣା ହୋଇଛି । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ଯେଉଁ ସମୟକୁ ଯେଉଁ ମୁହୂର୍ତ୍ତକୁ କୋଟି କୋଟି ଶିବଭକ୍ତ ଅପେକ୍ଷା କରି ରହିଥିଲେ ଶେଷରେ ସେହି ସମୟ ଆସିଯାଇଛି ଆଉ ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି ।

ଚଳିତ ବର୍ଷ ମେ' ୨ରେ ଖୋଲିବ କେଦାରନାଥଙ୍କ କପାଟ । ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ୟ୍ୟର ଆରମ୍ଭ କରାଯିବ ଆଉ ସେହି ସମୟରୁ ହିଁ ଆରମ୍ଭ ହେବ ଚାରିଧାମ ଯାତ୍ରା । ତେବେ ଉଖୀମଠ ସ୍ଥିତ ଓଁକାରେଶ୍ବର ମନ୍ଦିରରୁ ବାବାଙ୍କ ଶୋଭାଯାତ୍ରା ମେ ୧ରେ କେଦାରନାଥରେ ପହଞ୍ଚିବ ଆଉ ମେ ୨ ସକାଳେ କପାଟ ଖୋଲାଯିବ । ତେବେ ଏକାଦଶ ଜୋତିର୍ଲିଙ୍ଗ ଭାବେ ପରିଚିତ ବାବା କେଦାରନାଥଙ୍କ ଧାମ ପ୍ରତି ବର୍ଷ ଶୀତଋତୁରେ ବନ୍ଦ ରୁହେ । ପ୍ରବଳ ତୁଷାରପାତ ପାଇଁ ୬ ମାସ ଏହି ଧାମ ବନ୍ଦ ରହୁଥିବା ବେଳେ ଏହି ୬ ମାସ ଯାଏଁ ଉଖୀମଠ ସ୍ଥିତ ଓଁକାରେଶ୍ବର ମନ୍ଦିରରେ ବାବାଙ୍କ ପୂଜାର୍ଚ୍ଚନା କରାଯାଏ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications