ମେ 27ରେ କେରଳ ଛୁଇଁବ ମୌସୁମୀ

ଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା 27 ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି 4 ଦିନ ଆଗପଛ ହେବାର ସମ୍ଭାବନା ରହିଛି ।

ନୂଆଦିଲ୍ଲୀ : ପୂର୍ବବର୍ଷ ଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା 27 ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି 4 ଦିନ ଆଗପଛ ହେବାର ସମ୍ଭାବନା ରହିଛି ।

mansoon

ଆଇଏମଡି କହିଛି, "ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କେତେକ ବିଭାଗରେ ଦକ୍ଷିଣ-ପଶ୍ଚିମ ମୌସୁମୀର ଅଗ୍ରଗତି ପାଇଁ ପରିସ୍ଥିତି ଅନୁକୂଳ ହେବାରେ ଲାଗିଛି। ଆଇଏମଡି ଅନୁଯାୟୀ, ଆଣ୍ଡାମାନ ସାଗର ଉପରେ ମୌସୁମୀ ଅଗ୍ରଗତି ତାରିଖ ଏବଂ କେରଳ ଉପରେ ମୌସୁମୀ ଆରମ୍ଭ ହେବାର ତାରିଖ କିମ୍ବା ସାରା ଦେଶରେ ମୌସୁମୀ ବର୍ଷା ମଧ୍ୟରେ କୌଣସି ସମ୍ପର୍କ ନାହିଁ ।

ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ' 15 ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+