କେମିତି ଅଛି ଭାରତରତ୍ନ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା
Lal Krishna Advani Health Update: ବିଜେପିର ଗୃହମନ୍ତ୍ରୀ ତଥା ଭାରତରତ୍ନ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାରେ ସୁଧାରା ଆସିଛି । ତାଙ୍କୁ ଖୁବ୍ ଶୀଘ୍ର ଆଇସିୟୁରୁ ପ୍ରାଇଭେଟ୍ ୱାର୍ଡକୁ ସ୍ଥାନାନ୍ତର କରାଯିବା ନେଇ ସୂଚନା ରହିଛି । ଡିସେମ୍ବର ୧୨ ତାରିଖରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡିବାରୁ ନୂଆଦିଲ୍ଲୀ ସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଗତକାଲି ତାଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିଥିବା ନେଇ ଡାକ୍ତରଖାନା ପକ୍ଷରୁ ଏକ ବିବରଣୀ ଜାରି କରାଯାଇଥିଲା ।

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଭାରତରତ୍ନ ଲାଲକୃଷ୍ଣ ଆଡଭାନୀଙ୍କୁ ଇନ୍ଦ୍ରପ୍ରସ୍ଥ ଆପୋଲୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ତାଙ୍କୁ ଆଇସିୟୁରେ ରଖାଯାଇଥିଲା । ବର୍ତ୍ତମାନ ଧିରେ ଧିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଛି ।












Click it and Unblock the Notifications