କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଏୟାରଲିଫ୍ଟ ହେଲେ ୨ ଆହତ ଯବାନ
ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବ୍ଲକ୍ ଅଧୀନସ୍ଥ ଜରାଇକେଲା ସୀମାନ୍ତରୁ ମାତ୍ର ୩୦ କିମି ଦୂରରେ ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲ୍ଲାର ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣିଥରେ ସୁରକ୍ଷାବଳକୁ ଟାର୍ଗେଟ୍ କରିଛନ୍ତି। ସରଣ୍ଡାର ଛୋଟାନାଗରା ଥାନା ଅଞ୍ଚଳର ବାଲିବା ଗାଁ ନିକଟରେ ସୁରକ୍ଷାବାହିନୀର ସର୍ଚ୍ଚ ଅପରେସନ ସମୟରେ ନକ୍ସଲମାନେ ପୂର୍ବରୁ ପୋତିଥିବା ୨ଟି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି।

ଏଥିରେ ଦୁଇ କୋବ୍ରା ଯବାନ ଆହତ ହୋଇଛନ୍ତି।ପ୍ରଥମ ବିସ୍ଫୋରଣରେ ୨୦୯ କୋବ୍ରା ବାଟାଲିଅନର ଯବାନ ଅଲେଖ ଦାସ ଆହତ ହୋଇଥିଲେ। ଏହାର ପ୍ରାୟ ୩୦ ମିନିଟ୍ ପରେ ହୋଇଥିବା ଦ୍ବିତୀୟ ବିସ୍ଫୋରଣରେ ମଧ୍ୟ ୨୦୯ ବାଟାଲିୟନର ଯବାନ ନାରାୟଣ ଦାସ ଆହତ ହୋଇଥିଲେ। ଉଭୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ରାଞ୍ଚି ଏୟାରଲିଫ୍ଟ କରାଯାଇଥିବା ଏସ୍ପି ଅମିତ ରେଣୁ ସୂଚନା ଦେଇଛନ୍ତି।ଏହି ଘଟଣା ପରେ ସୁରକ୍ଷା ଏଜେନ୍ସିମାନେ ସମ୍ପୂର୍ଣ୍ଣ ଅଞ୍ଚଳରେ ସତର୍କତା ବଢ଼ାଇବା ସହ ସର୍ଚ୍ଚ ଅପରେସନକୁ ଆହୁରି ତୀବ୍ର କରାଯାଇଛି।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications