ଜମ୍ମୁରେ ବର୍ଷା ଓ ଭୂସ୍ଖଳନ, ସମସ୍ତ ସ୍କୁଲ ବନ୍ଦ
ଜମ୍ମୁ କଶ୍ମୀର ପୁଞ୍ଚ ରାଜମାର୍ଗରେ ଲଗାତାର ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଅଖନୁର ନିକଟରେ ପାହାଡରୁ ପଥର ଖସିବା ଯୋଗୁଁ ଯିବାଆସିବା ପ୍ରଭାବିତ ହୋଇଛି । ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ରାସ୍ତାରୁ ମାଡ଼ି ହଟାବା ସହିତ ଯାନବାହନ ଯିବାଆସିବା ପାଇଁ ସୁଗମ କରୁଛି । ପାଣିପାଗ ବିଭାଗ ଯାତ୍ରୀଙ୍କୁ ସାବଧାନ ରହିବାକୁ ପରାମର୍ଶ ଦେଇଛି ।

ଲଗାତାର ବର୍ଷା ଏବଂ ଭୂସ୍ଖଳନ ଆଶଙ୍କା ଯୋଗୁଁ ରାଜୌରୀ ଏବଂ ପୁଞ୍ଛ ଜିଲ୍ଲାରେ ଶିକ୍ଷା ବିଭାଗ ସମସ୍ତ ସ୍କୁଲକୁ ଅସ୍ଥାୟୀ ଭାବେ ବନ୍ଦ କରିବାକୁ ଆଦେଶ ଜାରି କରିଛି । ପିଲା ଏବଂ ଶିକ୍ଷକଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଜୁଲାଇ ୨୦୨୫ରେ ପ୍ରବଳ ବର୍ଷା କାରଣରୁ ଜମ୍ମୁ ସଭାଗର ୭ ଜିଲ୍ଲାରେ ସ୍କୁଲ ବନ୍ଦ କରାଯାଇଥିଲା । ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ କରିଦେଇଥିଲା । ପ୍ରଶାସନ ତଳିଆ ଅଞ୍ଚଳରେ ଜଳମଗ୍ନ ଏବଂ ଭୂସ୍ଖଳନ ଅଞ୍ଚଳରୁ ବର୍ତ୍ତି ରହିବା ପାଇଁ ପରାମର୍ଶ ଦେଇଥିଲା । ପାଣିପାଗ ବିଭାଗ ଆଗାମୀ ୭୨ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଚେତାବନୀ ମଧ୍ୟ ଦେଇଛି । ଯେଉଁଥିପାଇଁ ପ୍ରଶାସନ ଜରୁରୀକାଳୀନ ଟିମ୍ ନିୟୋଜିତ କରିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications