କୁଲ୍ଲୁରେ ଭୂସ୍ଖଳନ: 1 ମୃତ , 4 ଜଣଙ୍କର ମିଳୁନି ପତ୍ତା
ହିମାଚଳ ପ୍ରଦେଶର କୁଲ୍ଲୁରେ ବାଦଲ ଫଟା ବର୍ଷା ଓ ଭୂସ୍ଖଳନ ଜାରି ରହିଛି । ଆଜି ସକାଳୁ ପ୍ରବଳ ବର୍ଷା ଫଳରେ ସ୍ଥାନୀୟ ଅଞ୍ଚଳରେ ଯାତାୟତରେ ବାଧା ଉପୁଜୁଛି। ପ୍ରଭାବିତ ହୋଇଛି ସାଧାରଣ ଲୋକଙ୍କ ଜୀବନ। ଏହି ବର୍ଷା ଯୋଗୁଁ ବର୍ତ୍ତମାନ ସୁଦ୍ଧା 4 ଜଣ ନିଖୋଜ ରହିଛି।
ଶିମଲା: ହିମାଚଳ ପ୍ରଦେଶର କୁଲ୍ଲୁରେ ବାଦଲ ଫଟା ବର୍ଷା ଓ ଭୂସ୍ଖଳନ ଜାରି ରହିଛି । ଆଜି ସକାଳୁ ପ୍ରବଳ ବର୍ଷା ଫଳରେ ସ୍ଥାନୀୟ ଅଞ୍ଚଳରେ ଯାତାୟତରେ ବାଧା ଉପୁଜୁଛି। ପ୍ରଭାବିତ ହୋଇଛି ସାଧାରଣ ଲୋକଙ୍କ ଜୀବନ। ଏହି ବର୍ଷା ଯୋଗୁଁ ବର୍ତ୍ତମାନ ସୁଦ୍ଧା 4 ରୁ 6 ଜଣ ନିଖୋଜ ଥିବା ମଧ୍ୟ ସୂଚନା ମିଳିଛି । କୁଲ୍ଲୁର ଛଲାଲ ଗାଁରେ ମଧ୍ୟ ଅନେକ କ୍ଷତି ହୋଇଛି।

ବର୍ତ୍ତମାନ ସୁଦ୍ଧା ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ମିଳିଛି । ଏହି ଅଞ୍ଚଳରେ ଏବେ ପୋଲିସ, ପ୍ରଶାସନର ଟିମ ବର୍ଷା ସ୍ଥିତି ଉପରେ ନଜର ରଖିଛନ୍ତି । ଆଜି ସକାଳୁ ହଠାତ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା । ପ୍ରବଳ ଜଳ ପ୍ରବାହ ଯୋଗୁଁ କ୍ଷତିଗ୍ରସ୍ତ ହୋଇଛି ଅନେକ ଘର । କୁଲ୍ଲୁରେ ଏକ ପୋଲ ମଧ୍ୟ ବର୍ଷା ଜଳରେ ଭୁଶୁଡି ପଡିଥିବା ସୂଚନା ମିଳିଛି ।
ହଠାତ ବର୍ଷା ଯୋଗୁଁ ନଦୀ ଓ ନାଳରେ ଜଳସ୍ତର ବଢିବାରେ ଲାଗିଲାଣି । ତେଣୁ ତଳିଆ ସ୍ଥାନରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଣିବା ପାଇଁ ପ୍ରଶାସନ ଚେଷ୍ଟା ଆରମ୍ଭ କରିଥିବା ସୂଚନା ମିଳିଛି ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି












Click it and Unblock the Notifications