ଆସନ୍ତାକାଲି ସକାଳ ୧୧ ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ
ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ କହିଥିଲେ, "ମୋତେ କହିବାକୁ ଦିଅ।" ସେ ଏହା କହିବା ମାତ୍ରେ ଏନଡିଏ ସାଂସଦମାନେ ତାଙ୍କୁ ବାଧା ଦେବା ଆରମ୍ଭ କରିଥିଲେ। ଫଳରେ ଉପବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।

ପରେ ୩ଟା ପରେ ଗୃହ କାର୍ଯ୍ୟ ପୁର୍ନବାର ଚାଲିଥିଲା। କିନ୍ତୁ ପରେ ସମାନ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ହୋଇଥିଲା। ହଟ୍ଟଗୋଳ ସମୟରେ ଚେୟାର ଉପରକୁ କାଗଜ ଚିରି ଫିଙ୍ଗିବାରୁ ୮ଜଣ ସାଂସଦଙ୍କୁ ସମଗ୍ର ଅଧିବେଶନରୁ ନିଲମ୍ବିତ କରାଯାଇଛି । ଗୃହରେ ବିଶୃଙ୍ଖଳା ଆଚରଣ ଓ ନାରାବାଜି କରି ଗୃହ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବାରୁ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁ ଏହି ସାଂସଦ ମାନଙ୍କୁ ନିଲମ୍ବିତ କରିବାକୁ ଅପିଲ କରିଥିଲେ । ଏବଂ ଲୋକସଭା ୪ ଫେବୃଆରୀ ସକାଳ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
ଅଯୋଧ୍ୟାରେ ଗୌତମ ଆଦାନୀଙ୍କ ଭକ୍ତି ଯାତ୍ରା, ଭାରତର ପରମ୍ପରାକୁ ଦେଲେ ନୂଆ ଗୌରବ -
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ




Click it and Unblock the Notifications