ଏହି କାରଣରୁ ଆସନ୍ତା କାଲି ସକାଳ ୧୧ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ ଘୋଷଣା
ରାହୁଲ ଗାନ୍ଧୀ ଆପଣ ବଜେଟ ଉପରେ ହିଁ ଆଲୋଚନା କରନ୍ତୁ । ବିନା ନୋଟିସରେ କୌଣସି ପ୍ରସଙ୍ଗରେ ବି ଗୃହରେ ଆଲୋଚନା ହୋଇପାରିବ ନାହିଁ । ଆଜି ୨ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବାଚସ୍ପତି କିଛି ଏଭଳି କହିଛନ୍ତି ବିରୋଧୀ ଦଳ ନେତାଙ୍କୁ । ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ବିରୋଧୀ ମାନେ ପୂର୍ବ ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରିଥିଲେ ।
ହେଲେ ବାଚସ୍ପତି ଏହା ନକରିବାକୁ ବାରଣ କରିଥିଲେ । ହେଲେ ବିରୋଧୀ ଦଳର ସଦସ୍ୟମାନେ ନିଜ ଜିଦରେ ଅଟଳ ରହିଥିଲେ । ଗୃହରେ ବାରମ୍ବାର ନାରାବାଜି ଓ ପ୍ରବଳ ହଙ୍ଗାମା ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରିନଥିଲା । ଫଳରେ ଗୃହକୁ ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି । ଆଜି ଦିନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ପ୍ରଶ୍ନକାଳ ଆରମ୍ଭ ହୋଇଥିଲା ।

ଏହି ସମୟରେ ୧ମିନିଟ କହିବାକୁ ସୁଯୋଗ ଦେବାକୁ ବାଚସ୍ପତିଙ୍କୁ କହିଥିଲେ ବିରୋଧୀ ଦଳ ସଦସ୍ୟ । ଏଲଓପି ଉପରେ ଚର୍ଚ୍ଚା କରିବାକୁ କହିଥିଲେ । ହେଲେ ବାଚସ୍ପତି କହିଥିଲେ ପ୍ରଶ୍ନକାଳ ପରେ ସମୟ ଦିଆଯିବ । ଏହାପରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବୀ କରାଯାଇଥିଲା ।
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications