Get Updates
Get notified of breaking news, exclusive insights, and must-see stories!

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ କରୋନା ପଜିଟିଭ, AIIMSରେ ଭର୍ତ୍ତି

ଲୋକସଭା ବାଚସ୍ପତି ଓମ ବିର୍ଲା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ କୋଭିଡ ସେଣ୍ଟରରେ ଭର୍ତ୍ତି କରାଯାଇଛି।

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ ବିର୍ଲା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ କୋଭିଡ ସେଣ୍ଟରରେ ଭର୍ତ୍ତି କରାଯାଇଛି। AIIMS ଦ୍ବାରା ପ୍ରଦାନ କରାଯାଇଥିବା ସୂଚନା ଅନୁଯାୟୀ, ଓମ ବିର୍ଲା ଗତ 19 ମାର୍ଚ୍ଚରେ କୋଭିଡ ପଜିଟିଭ ବୋଲି ଜଣାପଥିଲେ । ମାର୍ଚ୍ଚ 20 ରେ ତାଙ୍କୁ AIIMS ରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ବାସ୍ଥବସ୍ଥା ସ୍ଥିର ରହିଛି ।

Lok Sabha

ଗତ କିଛି ଦିନ ହେବ ଦେଶରେ କରୋନା ମାମଲାରେ ଦ୍ରୁତ ଗତିରେ ବୃଦ୍ଧି ଘଟିଛି। କରୋନାର ସର୍ବଶେଷ ଆକଳନ ପୁଣି ଥରେ ଏକ ଭୟାନକ ଚିତ୍ର ଉପସ୍ଥାପନ କରୁଛି । ମାର୍ଚ୍ଚ 21 ରେ ପ୍ରକାଶିତ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ 43,846 ନୂତନ କରୋନା ସଂକ୍ରମଣ ମାମଲା ରିପୋର୍ଟ ହୋଇଛି। ଦେଶରେ ସକ୍ରିୟ ମାମଲା ସଂଖ୍ୟା 3 ଲକ୍ଷ ଅତିକ୍ରମ କରିଛି। ଭାରତ କରୋନା ଭୂତାଣୁ ବିରୋଧରେ ବିଶ୍ୱର ସର୍ବବୃହତ ଟିକାକରଣ ଅଭିଯାନ ଆରମ୍ଭ କରିଛି। ଏପର୍ଯ୍ୟନ୍ତ ପ୍ରାୟ ଦେଢ ଲକ୍ଷ ଲୋକଙ୍କୁ କରୋନା ଟିକା ଦିଆଯାଇ ସାରିଲାଣି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+