Get Updates
Get notified of breaking news, exclusive insights, and must-see stories!

ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ

ଲଣ୍ଡନରୁ ହାଇଦ୍ରାବାଦ ଅଭିମୁଖେ ଉଡାଣ କରୁଥିବା ଏକ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ ମିଳିଛି । ବିମାନଟି ଅବତରଣ କରିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ପ୍ରୋଟୋକଲ ଅନୁଯାୟୀ ବିମାନକୁ ପୃଥକୀକରଣ କରିବା ସହ ସାମଗ୍ରୀ ଏବଂ ଯାତ୍ରୀମାନଙ୍କର ଯାଞ୍ଚ କରିଥିଲେ । ସନ୍ଧାନୀ କୁକୁର ସାହାଯ୍ୟରେ ଯାଞ୍ଚ ହୋଇଥିଲା ।

British Airways

ସୂଚନା ଅନୁସାରେ ଲଣ୍ଡନ ହିଥ୍ରୋରୁ ହାଇଦ୍ରାବାଦ ଅଭିମୁଖେ ଉଡାଣ ଭରୁଥିବା ଏକ ବ୍ରିଟିଶ ଏୟାରୱେଜ୍ ବିଏ-୨୭୭ (BA-277) ଇମେଲ୍ ମାଧ୍ୟମରେ ବୋମା ଧମକ ପାଇଥିଲା । ପରେ ଏହାକୁ ସୁରକ୍ଷିତ ଭାବେ ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଅବତରଣ କରାଯାଇଥିଲା । ଅବତରଣ ପରେ ବିମାନବନ୍ଦର କର୍ତ୍ତୃପକ୍ଷ ଏହାକୁ ଯାଞ୍ଚ କରିଥିଲେ । ଯାଞ୍ଚରେ ସନ୍ଧାନୀ କୁକୁର ସାମିଲ ହୋଇଥିଲା । ପରେ ବିମାନଟି ସୁରକ୍ଷିତ ଭାବେ ହିଥ୍ରୋକୁ ଉଡାଣ ଭରିଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+