ବଢିଲା ଏଲପିଜି ସିଲିଣ୍ଡର ଦାମ୍, ଜାଣନ୍ତୁ କେଉଁ ରାଜ୍ୟରେ କେତେ ରହିଛି ଦର

LPG Price Hike: ଡିସେମ୍ବର ୧ରୁ ବଢିଲା ଏଲପିଜି ଦର । ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି, ଅଏଲ ମାର୍କେଟିଙ୍ଗ କମ୍ପାନୀଗୁଡିକ କମର୍ସିଆଲ ଏଲପିଜି ସିଲିଣ୍ତର ପିଛା ୪୧ ଟଙ୍କା ବୃଦ୍ଧି କରିଛନ୍ତି । ରାଜଧାନୀ ଦିଲ୍ଲୀରେ ଆଜିଠୁ ୧୯ କେଜି କମର୍ସିଆଲ ଏସପିଜି ସିଲିଣ୍ତର ୧୭୫୫.୫୦ ଟଙ୍କା ବଦଳରେ ୧୭୯୬.୫୦ ଟଙ୍କାରେ ମିଳିବ ।

 cylinder Price

ତେବେ 14.2 କିଲୋଗ୍ରାମ ଘରୋଇ ଏଲପିଜି ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ଗତ ମାସରେ ମଧ୍ୟ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଥିଲା ହେଲେ ଘରୋଇ ଗ୍ୟାସର ମୂଲ୍ୟ ଉପରେ ଏହାର କୌଣସି ପ୍ରଭାବ ପଡି ନଥିଲା। ଆଇଓସିଏଲ ୱେବସାଇଟରେ ଏଲପିଜି ସିଲିଣ୍ତର ଦର ଅପଡେଟ୍ କରାଯାଇଛି ଏବଂ ନୂଆ ଦର ଲାଗୁ କରାଯାଇଛି ।

ଦିଲ୍ଲୀରେ 19 କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ 1796.50 ଟଙ୍କା, କୋଲକାତାରେ 1908.00 ଟଙ୍କା, ମୁମ୍ବାଇରେ ଏହାର ଦର 1749.00 ଟଙ୍କା, ଚେନ୍ନାଇରେ 19 କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ 1968.50 ଟଙ୍କା ରହିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+