ୟୁପି ସରକାର ମହାକୁମ୍ଭ ୨୦୨୫ ଶ୍ରଦ୍ଧାଳୁଙ୍କ ପାଇଁ କରିପାରନ୍ତି ମାଗଣା ରେଳ ସେବା

ଖୁବଶୀଘ୍ର ପ୍ରୟାଗରାଜରେ ଆରମ୍ଭ ହେବାକୁ ଯାଉଛି ମହାକୁମ୍ବ ମେଳା । ରାଜ୍ୟ, ରାଜ୍ୟ ବାହାରୁ, ଦେଶ ଏବଂ ଦେଶ ବାହାରୁ ଏଠାକୁ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଥାଏ । ତେବେ ଶ୍ରଦ୍ଧାଳୁଙ୍କ ପାଇଁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି । ମହାକୁମ୍ଭ ମେଳା ପାଇଁ ସରକାର ବ୍ୟାପକ ବ୍ୟବସ୍ଥା କରିଛନ୍ତି ।

ଏଥିପାଇଁ ସରକାର ୫ହଜାର କୋଟି ଟଙ୍କାର ବଜେଟ୍ ରଖିଛନ୍ତି । ଏଥିରୁ ୪୦ କୋଟି ଟଙ୍କା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଖର୍ଚ୍ଚ କରାଯିବାର ବ୍ୟବସ୍ଥା କରାଯାଇଛି । ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ସମାଗମ ପାଇଁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି । ସବୁଠୁ ବଡକଥା ହେଲା, ରେଳ ଯାତ୍ରୀଙ୍କ ପାଇଁ ମାଗଣା ରେଳ ସେବା ଯୋଗାଇ ପାରନ୍ତି ୟୁପି ସରକାର ।

Mahakumbh

ଏନେଇ ବିଶେଷ ଆଲୋଚନା ଚାଲିଛି । ନଭେମ୍ବର ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ଯାଏଁ ଚାଲିବ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଯଦି ରେଳ ସେବା ମାଗଣା କରାଯାଏ ତେବେ ଏହାଦ୍ୱାରା ଶ୍ରଦ୍ଧାଳୁମାନେ ନିଶ୍ଚିତ ଭାବେ ଉପକୃତ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+