ସଫେଇ କର୍ମଚାରୀଙ୍କୁ ୧୦ ହଜାର ବୋନସ
Mahakumbh 2025: ଶେଷ ହୋଇଯାଇଛି ମହାକୁମ୍ଭ, ଶିବରାତ୍ରୀ ଦିନ ଶେଷ ବୁ଼ଡ ପକାଇଛନ୍ତି ଶ୍ରଦ୍ଧାଳୁ । ଶେଷ ଦିନରେ ସିଏମ ଯୋଗୀ ଆଦିତ୍ୟନାଥ ପ୍ରୟାଗରାଜରେ ପହଞ୍ଚିଛନ୍ତି । ଏହି ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଅରୈଲ ଘାଟ ସଫା କରିଥିଲେ ଏବଂ ସଫେଇକର୍ମଚାରୀ, ସ୍ୱାସ୍ଥ୍ୟକର୍ମୀ ଓ ନାବିକ ମାନଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଯୋଗୀ ମହାକୁମ୍ଭରେ ସେବା ଦେଉଥିବା ସଫେଇକର୍ମଚାରୀଙ୍କୁ ୧୦ ହଜାର ଟଙ୍କା ବୋନସ ଦେବା ମେଇ ମଧ୍ୟ ଘୋଷଣା କରିଛନ୍ତି ।

ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି, ମହାକୁମ୍ଭ ଲାଗିଥିବା ବେଳେ ପ୍ରତ୍ୟେକ ଦିନ କୋଟି କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବା ପାଇଁ ଆସିଥାନ୍ତି । ୬୬ କୋଟି ୩୦ ଲକ୍ଷ ଶ୍ରଦ୍ଧାଳୁ ସମାଗମ ହୋଇଥିଲା ହେଲେ କୌଣସି ପ୍ରକାରର ଅପହରଣ ମାମଲା, ଲୁଟ୍ ଘଟଣା କିମ୍ବା ଅନ୍ୟ କୌଣସି ଘଟଣା ସାମ୍ନାକୁ ଆସି ନାହିଁ ।
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications