ମହାକୁମ୍ଭ ଦଳାଚକଟା ଘଟଣା: ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା 

ଦଳାଚକଟା ଘଟଣାରେ ଉତ୍ତରପ୍ରଦେଶ ସରକାର ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାର ଆଜି ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତିନି ଜଣିଆ ବିଚାର ବିଭାଗୀୟ କମିଶନ ସମଗ୍ର ମାମଲାର ତଦନ୍ତ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଶ୍ରୀ ଆଦିତ୍ୟନାଥ ଗଣମାଧ୍ୟମକୁ କହିଛନ୍ତି।

Mahakumbh 2025 Yogi Adityanath

ସୂଚନା ଅନୁଯାୟୀ, ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+