Get Updates
Get notified of breaking news, exclusive insights, and must-see stories!

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଲାଗିଲା ନିଆଁ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ପୁଣି ଅଘଟଣ । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଯୋଗୁଁ ଅନେକ ଶିବିର ପୋଡି ପାଉଁଶ ହୋଇଯାଇଛି ।

ସୂଚନାଯୋଗ୍ୟ, ମହାକୁମ୍ଭର ସେକ୍ଟର-୨୨ରେ ଭୟଙ୍କର ନିଆଁ ଲାଗି ଅନେକ ଟେଣ୍ଟ ଜଳିଯାଇଥିଲା । ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି । ଅଗ୍ନିକାଣ୍ଡରେ ୧୫ଟି ଟେଣ୍ଟ୍ ଜଳି ପାଉଁଶ ହୋଇଯାଇଥିଲା । ସେକ୍ଟର-୧୮ ଟେଣ୍ଟରେ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିଲା । ପ୍ରୟାଗରାଜର ସେକ୍ଟର-୧୯ ଅଖିଳ ଭାରତୀୟ ଧର୍ମ ସଂଘ ଗୀତା ପ୍ରେସ୍ ଗୋରଖପୁର କ୍ୟାମ୍ପରେ ଲାଗିଥିଲା ନିଆଁ । ଶାସ୍ତ୍ରୀ ବ୍ରିଜ୍ ଏବଂ ରେଲୱେ ବ୍ରିଜ୍ ମଧ୍ୟବର୍ତ୍ତୀ ଅଞ୍ଚଳରେ ନିଆଁ ଲାଗିଥିଲା ।

Mahakumbh Fire Fifth Blaze E

ଗୀତା ପ୍ରେସ ଗୋରଖପୁର ଶିବିରରେ ନିଆଁ ଜଳାଯାଇଥିଲା, ଫଳରେ ଗ୍ୟାସ ସିଲିଣ୍ଡର ଫାଟିବା ଯୋଗୁଁ ନିଆଁ ଚାରିଆଡେ ବ୍ୟାପିଥିଲା । ନିଆଁ ଏତେ ଭୟାବହ ହେଲା ଯେ କ୍ୟାମ୍ପରୁ ଚାରିଆଡ଼େ ଖେଳିହୋଇଗଲା । ଅଗ୍ନିକାଣ୍ଡ ଯୋଗୁଁ ପାଖାପାଖି ୧୮୦ କଟେଜ ଜଳିଯାଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+