ବଡ଼ ଧରଣର ସଡ଼କ ଦୁର୍ଘଟଣା: ୪ ମୃତ୍ୟୁ
Accident News: ମୁମ୍ବାଇ କୁର୍ଲାରେ ବଡ଼ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ବସ୍ ରାସ୍ତାରେ ଯାଉଥିବା ପଥଚାରୀଙ୍କ ଉପରେ ବସଟି ମାଡି ଯାଇଥିଲା । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଥିବା ନେଇ ସୂଚନା ରହିଛି । ତେବେ ଆଗକୁ ଆହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି ।













Click it and Unblock the Notifications